ମନି ଲଣ୍ଡ୍ରିଂ ମାମଲାରେ ଏବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟାର୍ଗେଟରେ ଶିବସେନା ସାଂସଦ ସଞ୍ଜୟ ରାଉତ । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀମାନେ ପାତ୍ରା ଚୌଲ ଜମି ଘୋଟାଲା ମାମଲାରେ ଶିବସେନା ନେତା ସଞ୍ଜୟ ରାଉତଙ୍କ ବାସଭବନରେ ପହଞ୍ଚିଛନ୍ତି।ମନି ଲଣ୍ଡରିଂ ମାମଲାରେ ପଚରାଉଚରା ପାଇଁ ଇଡି ଦ୍ୱାରା ପଠାଯାଇଥିବା ସମନ ସତ୍ତ୍ୱେ ଇଡି ଅଧିକାରୀମାନେ ରବିବାର ଦିନ ମୁମ୍ବାଇରେ ଶିବସେନା ସାଂସଦ ସଞ୍ଜୟ ରାଉତଙ୍କ ବାସଭବନରେ ପହଞ୍ଚିଥିଲେ କାରଣ ସେ ଅନୁସନ୍ଧାନ ଏଜେନ୍ସି ସମ୍ମୁଖରେ ହାଜର ହୋଇନଥିଲେ। ଶିବସେନା ନେତା ସଞ୍ଜୟ ରାଉତଙ୍କୁ ପୂର୍ବରୁ ଜୁଲାଇ ୨୦ ରେ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ଇଡି ଦ୍ୱାରା ଡକାଯାଇଥିଲା। ସଂସଦ ଅଧିବେଶନ ଯୋଗୁଁ ଅଗଷ୍ଟ ୭ ପରେ ହିଁ ସେ ଇଡି ସମ୍ମୁଖରେ ହାଜର ହୋଇପାରିବେ ବୋଲି ସଞ୍ଜୟ ରାଉତ ତାଙ୍କ ଓକିଲଙ୍କ ମାଧ୍ୟମରେ ସୂଚନା ଦେଇଥିଲେ ।
Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
Prev Post
Next Post