ମାସର ଶେଷ ରବିବାରରେ ସାରା ଦେଶ ବାସୀଙ୍କୁ ‘ମନ କି ବାତ୍’ କାର୍ଯ୍ୟକ୍ରମ ମାଧ୍ୟମରେ ସମ୍ବାଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଆଗକୁ ସ୍ୱାଧୀନତା ଦିବସ ଥିବାରୁ ଆଜିର ଏହି କାର୍ଯ୍ୟକ୍ରମ ଗୁରୁତ୍ୱପୂର୍ଣ୍ଣ ।୯୧ ତମ ଏପିସୋଡରେ ଦେଶବାସୀଙ୍କୁ ବାର୍ତ୍ତା ଦେଇଛନ୍ତି ଯେ, ଏଥର ମନ କି ବାତ୍ ସବୁଠୁ ଗୁରୁତ୍ୱୂପର୍ଣ୍ଣ । ଏହାର କାରଣ ହେଉଛି ସ୍ୱାଧୀନତା ଦିବସ । ଦେଶ ୭୫ ତମ ସ୍ୱାଧୀନତା ଦିବସ ପାଳନ କରିବାକୁ ଯାଉଥିବାବେଳେ ସାରା ଦେଶ ଏକ ଅଦ୍ଭୁତ ଓ ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହେବାକୁ ଯାଉଛି’ ।ସହିଦ ଉଦ୍ଧମ ସିଂହଙ୍କୁ ଶ୍ରଦ୍ଧାଂଜଳି ଦେବା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ଅଗଷ୍ଟ ୧୩ ରୁ ୧୫ ତାରିଖ ଯାଏଁ ଦେଶବ୍ୟାପୀ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବ ।ଏହି ୩ ଦିନ ‘ହର ଘର ତ୍ରିରଙ୍ଗା’ ଆୟୋଜିତ ହେବ । ସାରା ଦେଶବାସୀ ଏହି ଦିନ ନିଜ ନିଜ ଘର ଉପରେ ଜାତୀୟ ପତାକାକୁ ଉଡାଇବାକୁ ଅପିଲ କରିଛନ୍ତି ମୋଦୀ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post