ଆଜି ବିଶ୍ୱ ଅଣ୍ଡା ଦିବସ। ପ୍ରତିବର୍ଷ ଅକ୍ଟୋବର ଦ୍ୱିତୀୟ ଶୁକ୍ରବାର ଦିନକୁ ବିଶ୍ୱ ଅଣ୍ଡା ଦିବସ ଭାବେ ପାଳନ କରାଯାଉଛି । ପୃଥିବୀର ୪୦ ଟି ଦେଶର ଲୋକମାନେ ଏହି ଦିନକୁ ଅତି ସୃଜନଶୀଳ ଉପାୟରେ ପାଳନ କରିଥାନ୍ତି । ଏହି ଦିନ ପାଳନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଅଣ୍ଡାରେ ଥିବା ପୋଷକ ତତ୍ତ୍ୱର ଉପକାରିତା ବିଷୟରେ ଲୋକଙ୍କୁ ଅବଗତ କରାଇବା । ମଣିଷର ପୁଷ୍ଟିକର ଖାଦ୍ୟରେ ଅଣ୍ଡାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି, ସେଥିପାଇଁ କୁହାଯାଏ ଯେ ପିଲାଠାରୁ ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ପ୍ରତିଦିନ ଗୋଟିଏ ଅଣ୍ଡା ଖାଇବା ଉଚିତ୍ । ଗୋଟିଏ ଅଣ୍ଡାରେ ୬% ଭିଟାମିନ୍ଏ ଏବଂ ୬.୩ ଗ୍ରାମ ପ୍ରୋଟିନ୍ ସହିତ ଆମେ ୭୫ କ୍ୟାଲୋରୀ ପାଇଥାଉ
Trending
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
Prev Post
Next Post