ଭୋଜନ ହିଁ ଜୀବନର ଆଧାର । ତେଣୁ ଶାସ୍ତ୍ରରେ ମଧ୍ୟ ଭୋଜନର ମହତ୍ତ୍ୱ ବର୍ଣ୍ଣନା କରାଯାଇଛି । ଏହାସହ ଭୋଜନ ସହ ଜଡିତ ଅନେକ ନିୟମ ମଧ୍ୟ ବର୍ଣ୍ଣନା କରାଯାଇଛି ।ମାତ୍ର ଆପଣ ଜାଣନ୍ତି କି ଭୋଜନକୁ ନେଇ ଅନେକ ଶୁଭ ଓ ଅଶୁଭ ଘଟଣାର ସଙ୍କେତ ମଧ୍ୟ ମିଳିଥାଏ । ଅନେକ ସମୟରେ ଦେଖିଥିବେ ଖାଦ୍ୟରୁ ବାରମ୍ବାର କେଶ ବାହାରିଥାଏ ।ଭୋଜନ ଗ୍ରହଣ ସମୟରେ ବାରମ୍ବାର କେଶ ବାହାରିବା ଶୁଭଙ୍କର ନୁହେଁ । ମାନ୍ୟତା ଅନୁଯାୟୀ ଗ୍ରହଙ୍କ ଅଶୁଭ ପ୍ରଭାବ ଥିଲେ ଏପରି ହୋଇଥାଏ ।ଭୋଜନରେ ସର୍ବଦା କେଶ ବାହାରିବା ପିତୃଦୋଷ ରହିଥିବାର ସଙ୍କେତ ଦେଇଥାଏ । ଖାଦ୍ୟ ଖାଇବାକୁ ବସିବା ମାତ୍ରେ ସେଥିରୁ କେଶ ବାହାରିବା ପିତୃ ଦୋଷର ସଙ୍କେତ ଦେଇଥାଏ ।ଆପଣଙ୍କ ସହ ଏଭଳି ହେଉଥିଲେ, ରାହୁ ଓ ପିତୃଦୋଷରୁ ମୁକ୍ତି ପାଇବା ପାଇଁ ଉପାୟ ଆପଣାନ୍ତୁ । ଭୋଜନ କରିବା ପୂର୍ବରୁ କେଶକୁ ଭଲ ଭାବେ ବାନ୍ଧି ଭୋଜନ କରନ୍ତୁ ।ମାନ୍ୟତା ଅନୁଯାୟୀ, ଭୋଜନ ପରଷିବା ସମୟରେ ଖାଦ୍ୟ ବାରମ୍ବାର ହାତରୁ ଖସିବା, ଭୋଜନ କରିବା ସମୟରେ ଅଶୁଭ ଖବର ଶୁଣିବା ମଧ୍ୟ ଶୁଭ ନୁହେଁ । ଭୋଜନ ପୂର୍ବରୁ ଭଗବାନଙ୍କୁ ସ୍ମରଣ କରି ହାତଗୋଡ ପରିଷ୍କାର ଭାବେ ଧୋଇ ଆସନରେ ବସି ଭୋଜନ ଗ୍ରହଣ କରନ୍ତୁ ।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ
Prev Post
Next Post