ମୂଷା କହୁଛି ଜୟ ଜଗନ୍ନାଥ । ଯେତିକି ଆଶ୍ଚର୍ଯ୍ୟ, ସେତିକି କୌତୁହଳ ବି ଲାଗୁଛି । ଏକଥା ନିଜେ କାନରେ ନ ଶୁଣିଲେ ବିଶ୍ୱାସ କରିବା ଅସମ୍ଭବ । ଆଜି ପବିତ୍ର ମାଣବସା ଗୁରୁବାର ଅବସରରେ ଶ୍ରୀମନ୍ଦିର ସମ୍ମୁଖରେ ଦେଖିବାକୁ ମିଳିଥିଲା ଏହି ନିଆରା ଦୃଶ୍ୟ । ମୂଷା ପାଟିରୁ ଜୟଜଗନ୍ନାଥ ଶୁଣି ଚମକି ପଡିଲେ ଲୋକେ , ମାଣବସା ଗୁରୁବାରରେ ଦେଖିବାକୁ ମିଳିଛି ଏଭଳି ଅଦ୍ଭୁତ ଦୃଶ୍ୟ ।ମୂଷା ତୁଣ୍ଡରୁ ଆଜି ଅନର୍ଗଳ ବାହାରୁଛି ଜଗନ୍ନାଥ ନାମ । ଶୁଣନ୍ତୁ କଣ କହୁଛନ୍ତି ମୂଷା ଦୁଇଟି, ୪୨ ସେକଣ୍ଡେରୁ -୫୫ । ହଁ ଆଜ୍ଞା ମୂଷା ଏଠି କହୁଛି ଜୟଜଗନ୍ନାଥ , ଗାଉଛି ଜଗନ୍ନାଥ ଭଜନ । ଖାଲି ସେତିକି ନୁହେଁ ମଣିଷଙ୍କ ପରି ସିଂହଦ୍ୱାରରେ ପହଂଚି ଜଗନ୍ନାଥଙ୍କୁ ପ୍ରଣାମ କରୁଛନ୍ତି ମୂଷା ଦୁଇଟି । ଆଜିର ଏହି କଳିଯୁଗରେ ଯଉଠି ମଣିଷ ଭଗବାନଙ୍କ ନାମ ନେବାକୁ ସମୟ ପାଉନି , ଭଗବାନଙ୍କ କଥା ଭୁଲି ଯାଉଛି ସେଇଠି ଏ ମୂଷା ତା ତୁର୍ଡ଼ରେ ଜଗନ୍ନାଥଙ୍କ ନାମ ସ୍ମରଣ କରି ଚାଲିଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post