ଆଜି ବିଶ୍ୱ ଅଣ୍ଡା ଦିବସ। ପ୍ରତିବର୍ଷ ଅକ୍ଟୋବର ଦ୍ୱିତୀୟ ଶୁକ୍ରବାର ଦିନକୁ ବିଶ୍ୱ ଅଣ୍ଡା ଦିବସ ଭାବେ ପାଳନ କରାଯାଉଛି । ପୃଥିବୀର ୪୦ ଟି ଦେଶର ଲୋକମାନେ ଏହି ଦିନକୁ ଅତି ସୃଜନଶୀଳ ଉପାୟରେ ପାଳନ କରିଥାନ୍ତି । ଏହି ଦିନ ପାଳନ କରିବାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଅଣ୍ଡାରେ ଥିବା ପୋଷକ ତତ୍ତ୍ୱର ଉପକାରିତା ବିଷୟରେ ଲୋକଙ୍କୁ ଅବଗତ କରାଇବା । ମଣିଷର ପୁଷ୍ଟିକର ଖାଦ୍ୟରେ ଅଣ୍ଡାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି, ସେଥିପାଇଁ କୁହାଯାଏ ଯେ ପିଲାଠାରୁ ବୃଦ୍ଧ ପର୍ଯ୍ୟନ୍ତ ସମସ୍ତେ ପ୍ରତିଦିନ ଗୋଟିଏ ଅଣ୍ଡା ଖାଇବା ଉଚିତ୍ । ଗୋଟିଏ ଅଣ୍ଡାରେ ୬% ଭିଟାମିନ୍ଏ ଏବଂ ୬.୩ ଗ୍ରାମ ପ୍ରୋଟିନ୍ ସହିତ ଆମେ ୭୫ କ୍ୟାଲୋରୀ ପାଇଥାଉ
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
Prev Post
Next Post