ଆଜି ବିଶ୍ୱ କର୍କଟ ଦିବସ । ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଓ ବିଭିନ୍ନ ସେବା ସଙ୍ଗଠନ ଦ୍ୱାରା ପ୍ରତିବର୍ଷ ଫେବୃଆରୀ ୪ ତାରିଖକୁ ବିଶ୍ୱ କ୍ୟାନ୍ସର ଦିବସ ଭାବେ ପାଳନ କରାଯାଏ । ତେବେ ଚଳିତବର୍ଷ ବିଶ୍ୱ କ୍ୟାନ୍ସର ଦିବସର ବାର୍ତ୍ତା ରହିଛି ‘ଆଇ ଆମ୍ ଆଣ୍ଡ ଆଇ ଉଇଲ୍’। ଭୁଲ୍ ସୂଚନା ଏବଂ ଅନ୍ଧବିଶ୍ୱାସକୁ ଦୂର କରିବା ସହ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ରହିଛି । ଠିକ୍ ସମୟରେ ରୋଗକୁ ଚିହ୍ନଟ କରି ଏହାର ଚିକିତ୍ସା କରାଗଲେ ଏହି ରୋଗରେ ପୀଡ଼ିତ ରୋଗୀ ସୁସ୍ଥ ହେବାର ଅଧିକ ସମ୍ଭାବନା ରହିଥାଏ। ତମାଖୁ ସେବନ, ମଦ୍ୟପାନ, ଖାଦ୍ୟ ପଦାର୍ଥରେ ରାସାୟନିକ ଦ୍ରବ୍ୟର ବ୍ୟବହାର ଏବଂ କିଛି ଭୂତାଣୁ ଜନିକ ସଂକ୍ରମଣରୁ କର୍କଟ ରୋଗ ହୋଇଥାଏ। ବିଶ୍ୱରେ ୮୦ ଲକ୍ଷରୁ ଅଧିକ ଲୋକ ପ୍ରତିବର୍ଷ କର୍କଟ ରୋଗରେ ପ୍ରାଣ ହରାଉଛନ୍ତି। କର୍କଟଜନିତ ମୃତ୍ୟୁ ଓ ପୀଡ଼ିତଙ୍କ ସଂଖ୍ୟା ହ୍ରାସ କରିବା ଲାଗି କର୍କଟ ଆକ୍ରାନ୍ତଙ୍କ ସମର୍ଥନରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରାଯାଏ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post