ଚଳିତ ବର୍ଷ ଟି୨୦ ବିଶ୍ୱକପ୍ରୁ ‘ଷ୍ଟପ୍ ଓ୍ବାଚ୍’କୁ ନିୟମିତ ବ୍ୟବହାର କରାଯିବ। ଏହା ୨୦୨୩ ଡିସେମ୍ବରରେ ପ୍ରଥମେ ପ୍ରଚଳନ କରାଯାଇଥିଲା। ସେବେଠାରୁ ଏହାକୁ ପରୀକ୍ଷାମୂଳକ ଭାବେ ବ୍ୟବହାର କରାଯାଇଆସୁଛି। ସମୟ ଅପଚୟକୁ ରୋକିବା ଦିଗରେ ଏଭଳି ପଦକ୍ଷେପ ନେଇଛି ଆଇସିସି। ତଦନୁଯାୟୀ ଗୋଟିଏ ଓଭର ଶେଷ ହେବା ପରେ ଏହାର ୬୦ ସେକେଣ୍ଡ ମଧ୍ୟରେ ପରବର୍ତ୍ତୀ ଓଭର ବୋଲିଂ ଆରମ୍ଭ କରିବାକୁ ହେବ। ଏଥିରେ ବିଳମ୍ବ ହେଲେ ୫ ରନ ପେନାଲ୍ଟିର ବ୍ୟବସ୍ଥା ରହିଛି।ହେଲେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ଆସନ୍ତା ଜୁନ୍ ପହିଲାରୁ ଆରମ୍ଭ ହେବାକୁଥିବା ଟି୨୦ ବିଶ୍ୱକପ୍ରେ ଏହି ବ୍ୟବସ୍ଥାକୁ ବିଧିବଦ୍ଧ ଭାବେ କାର୍ଯ୍ୟକାରୀ କରାଯିବ। ଆଇସିସି ଏହାର ବାର୍ଷିକ ବୋର୍ଡ ବୈଠକ ଏନେଇ ସୂଚନା ଦେଇଛି।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା