ଆମେରିକାର ଐତିହାସିକ ବିଜୟୀ
ଟି ୨୦ ବିଶ୍ବକପ ୨୦୨୪ଉଦଘାଟନୀ ମୁକାବିଲାରେ ଐତିହାସିକ ବିଜୟ ହାସଲ କରିଛି ସହ-ଆୟୋଜକ ଯୁକ୍ତରାଷ୍ଟ୍ର ଆମେରିକା। ପ୍ରଥମ ମ୍ୟାଚରେ ଆମେରିକା କାନାଡାକୁ ୭ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଆମେରିକା ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା, ଯାହାକି ସେମାନଙ୍କ ସପକ୍ଷରେ ଯାଇଥିଲା।