ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଦୁଇଟି ବିରାଟ ରେକର୍ଡ ନିଜ ନାମରେ କରିଛନ୍ତି ଟିମ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା । ମାତ୍ର ୬୩ ବଲରୁ ଶତକ ଅର୍ଜନ କରି ସେ ସଚିନ୍ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଥିବା ବେଳେ ୱେଷ୍ଟଇଣ୍ଡିଜର ବିସ୍ଫୋରକ ଓପନର କ୍ରିସ ଗେଲଙ୍କୁ ମଧ୍ୟ ପଛରେ ପକାଇ ଦେଇଛନ୍ତି । ଆଜି ଏହି ମ୍ୟାଚରେ ଦୁଇଟି ମହାରେକର୍ଡକୁ ନିଜ ନାମରେ ଲେଖିଛନ୍ତି ଅଧିନାୟକ ରୋହିତ ।
Trending
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ