ଜିମ୍ବାୱେ ବିପକ୍ଷରେ ଦିନିକିଆ ଶୃଙ୍ଖଳା ପାଇଁ ଭାରତୀୟ ଟିମ୍ ଘୋଷିତ ହୋଇଛି । ଶିଖର ଧୱନଙ୍କୁ ଟିମ୍ର ଦାୟିତ୍ୱ ଦିଆଯାଇଛି । ୱେଷ୍ଟଇଣ୍ଡିଜ ଗସ୍ତରେ ଶିଖର ଧୱନ ଭଲ ନେତୃତ୍ୱ ନେଇଥିବାରୁ ଟିମ୍ ଇଣ୍ଡିଆ ପୁଣି ଥରେ ତାଙ୍କ ଉପରେ ଭରସା କରି ଅଧିନାୟକ ଦାୟିତ୍ୱ ଦେଇଛି । ଟିମ୍ରେ ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ସାମିଲ କରାଯାଇ ନାହିଁ । ତାଙ୍କୁ ବିଶ୍ରାମ ଦିଆଯାଇଛି । ସବୁଠାରୁ ବଡ଼ କଥା ହେଲା ଯେ, ଯୁବ କ୍ରିକେଟର ଦୀପକ ଚାହର ଟିମକୁ ଫେରିଛନ୍ତି । ଶିଖର ଧୱନ ନିକଟରେ ଶେଷ ହୋଇଥିବା ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ଶୃଙ୍ଖଳାରେ ୩-୦ରେ ଭାରତକୁ ଜିତାଇପାରିଛନ୍ତି । ଏହି ଶୃଙ୍ଖଳାରେ ରୋହିତ, କୋହଲି ଓ ଜସପ୍ରୀତ ଖେଳି ନଥିଲେ । ତେଣୁ ଚୟନକାରୀ ଧୱନଙ୍କ ଉପରେ ବିଶ୍ୱାସ ରଖିଛନ୍ତି ।
Trending
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
Next Post