ଆଇପିଏଲ-୨୦୨୪ରେ ତୃତୀୟ ଥର ଆଇପିଏଲ ଟ୍ରପି ହାତେଇଛି କୋଲକାତା ନାଇଟ ରାଇଡର୍ସ । ଫାଇନାଲ ଲଢେଇରେ ସନରାଇଜର୍ସ ହାଇଦ୍ରାବାଦକୁ ଚକମା ଦେଇ ବିଜୟ ମୁକୁଟ ପିନ୍ଧିଛି ଶ୍ରେୟସ ସେନା । ମିଚେଲ ଷ୍ଟାର୍କଙ୍କ ଦମଦାର ବୋଲିଂ ଏବଂ ଭେଙ୍କଟେଶ ଆୟରଙ୍କ ବିସ୍ଫୋରକ ବ୍ୟାଟିଂରେ କୋଲକାତା ହାଇଦ୍ରାବାଦକୁ ପରାସ୍ତ କରିଛି । କମିନ୍ସ ସେନାର ୧୧୪ ରନ୍ ଲକ୍ଷ୍ୟକୁ ମାତ୍ର ୧୧ ଓଭରରେ ହାସଲ କରି ତୃତୀୟ ଥର ପାଇଁ ଆଇପିଏଲ ଟ୍ରଫି ନିଜର କରିଛି କୋଲକାତା
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post