ପାକିସ୍ତାନ କ୍ରିକେଟ ଦଳର ପ୍ରମୁଖ ପେସ୍ ବୋଲର ନସିମ ଶାହ ଆଗାମୀ ଦିନିକିଆ କ୍ରିକେଟ ବିଶ୍ୱକପ ଖେଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି । କାରଣ ସେ ଚଳିତ ଏସିଆ କପ ଖେଳିବା ଅବସରରେ ଆହତ ହୋଇଛନ୍ତି । ତାଙ୍କ କାନ୍ଧରେ ଗଭୀର ଆଘାତ ଲାଗିଛି । ତେଣୁ ଅକ୍ଟୋବର ୫ ତାରିଖରୁ ଅନୁଷ୍ଠିତ ହେବା ପାଇଁ ଯାଉଥିବା ବିଶ୍ୱକପ ଖେଳିବା ନେଇ ସନ୍ଦେହ ସୃଷ୍ଟି ହୋଇଛି । ତେବେ ପାକିସ୍ତାନ କ୍ରିକେଟ ଦଳର ମେଡିକାଲ ଟିମ ତାଙ୍କର ଅବସ୍ଥା ଉପରେ ନଜର ରଖିଛନ୍ତି । ବିଶ୍ୱକପ ଆଉ ଅଳ୍ପ ଦିନ ବାକି ଥିବାରୁ ଏତେ ଶୀଘ୍ର ସମ୍ପୂର୍ଣ୍ଣ ଆରୋଗ୍ୟ ହୋଇ ପାରିବେ ବୋଲି ବିଶ୍ୱାସ କରା ଯାଉନି ।
Trending
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
- ଆଜି ଓଡିଶା ଆସିବେ ପି.କେ. ମିଶ୍ର
- ସ୍ମାର୍ଟ ସିଟି ଓ ଟ୍ଵିନ୍ ସିଟିରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା
- ନରେନ୍ଦ୍ର ମୋଦୀଙ୍କୁ ଭେଟି ୱାକଫ ସଂଶୋଧନ ଆଇନ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦାଉଦୀ ବୋହରା ସମ୍ପ୍ରଦାୟର ଲୋକମାନେ
- କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି
- ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ
- ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି
Prev Post
Next Post