ପାକିସ୍ତାନ କ୍ରିକେଟ ଦଳର ପ୍ରମୁଖ ପେସ୍ ବୋଲର ନସିମ ଶାହ ଆଗାମୀ ଦିନିକିଆ କ୍ରିକେଟ ବିଶ୍ୱକପ ଖେଳିବା ନେଇ ଆଶଙ୍କା ସୃଷ୍ଟି ହୋଇଛି । କାରଣ ସେ ଚଳିତ ଏସିଆ କପ ଖେଳିବା ଅବସରରେ ଆହତ ହୋଇଛନ୍ତି । ତାଙ୍କ କାନ୍ଧରେ ଗଭୀର ଆଘାତ ଲାଗିଛି । ତେଣୁ ଅକ୍ଟୋବର ୫ ତାରିଖରୁ ଅନୁଷ୍ଠିତ ହେବା ପାଇଁ ଯାଉଥିବା ବିଶ୍ୱକପ ଖେଳିବା ନେଇ ସନ୍ଦେହ ସୃଷ୍ଟି ହୋଇଛି । ତେବେ ପାକିସ୍ତାନ କ୍ରିକେଟ ଦଳର ମେଡିକାଲ ଟିମ ତାଙ୍କର ଅବସ୍ଥା ଉପରେ ନଜର ରଖିଛନ୍ତି । ବିଶ୍ୱକପ ଆଉ ଅଳ୍ପ ଦିନ ବାକି ଥିବାରୁ ଏତେ ଶୀଘ୍ର ସମ୍ପୂର୍ଣ୍ଣ ଆରୋଗ୍ୟ ହୋଇ ପାରିବେ ବୋଲି ବିଶ୍ୱାସ କରା ଯାଉନି ।
Trending
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
Prev Post
Next Post