ପାକିସ୍ତାନ କ୍ରିକେଟ ଟିମ୍ ଲାଗି ଭାରତୀୟ ଭିସା ଜାରି କରାଯାଇଛି। ଏନେଇ ଅନ୍ତରାଷ୍ଟ୍ରୀୟ କ୍ରିକେଟ ପରିଷଦ ସୋମବାର ସୂଚନା ଦେଇଛି। ଏଣୁ ଦଳ ସେପ୍ଟେମ୍ବର ୨୭ରେ ଭାରତ ଆସିବ ବୋଲି ଜଣାପଡ଼ିଛି।ସେପ୍ଟେମ୍ବର ୨୯ରେ ପାକିସ୍ତାନ ଟିମ୍ ହାଇଦ୍ରାବାଦରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ଅଭ୍ୟାସ ମ୍ୟାଚ୍ ଖେଳିବ। ଏହାର ୪୮ ଘଣ୍ଟାରୁ ମଧ୍ୟ କମ୍ ସମୟ ପୂର୍ବରୁ ଭିସା ନେଇ ମଞ୍ଜୁରି ମିଳିଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post