ପାରାଲିମ୍ପିକ୍ସ ଇତିହାସରେ କପିଲ ଜୁଡୋରେ ପଦକ ଜିତିଥିବା ପ୍ରଥମ ଭାରତୀୟ । ବର୍ତ୍ତମାନ ୫ଟି ସ୍ୱର୍ଣ୍ଣ, ୯ଟି ରୌପ୍ୟ ଏବଂ ୧୧ଟି କାଂସ୍ୟ ପଦକ ସହ ଭାରତର ୧୪ତମ ସ୍ଥାନରେ ରହିଛି ।ଗୁରୁବାର ୨୪ ବର୍ଷୀୟ କପିଲ ପରମାର ପ୍ୟାରିସ୍ ପାରାଲିମ୍ପିକ୍ସ ଜୁଡୋ(J1) ବର୍ଗରେ ଦୃଷ୍ଟିବାଧିତ ହେବା ସତ୍ତ୍ୱେ ଭାରତ ପାଇଁ କାଂସ୍ୟ ପଦକ ଜିତିଛନ୍ତି । କ୍ୱାର୍ଟର ଫାଇନାଲରେ ସେ ଭେନେଜୁଏଲା କେ ମାର୍କୋ ଡେନିସ୍ ବ୍ଲାଙ୍କୋଙ୍କୁ ୧୦-୦ରେ ପରାସ୍ତ କରିଥିଲେ । କିନ୍ତୁ ସେମିଫାଇନାଲରେ ଇରାନର କେ.ଏସ୍ ବନିତାବା ଅବାଦୀ ୦-୧୦ରେ କପିଲଙ୍କୁ ପରାସ୍ତ କରିଥିଲେ । ୨୦୨୨ରେ ସେ ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଥିଲେ ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Next Post