ବାଂଲାଦେଶ ବିପକ୍ଷରେ ଭାରତର ବିଜୟ । ଚଳିତ ବିଶ୍ୱକପରେ ଲଗାତାର ଚତୁର୍ଥ ବିଜୟ ନିଜ ନାମରେ କରିଛି ରୋହିତ ସେନା । ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଏହି ମ୍ୟାଚରେ ଦମଦାର ଶତକ ସହ ଭାରତକୁ ବିଜୟ ଦେଇଛନ୍ତି ।କୋହଲିଙ୍କ ଅପରାଜିତ ଶତକ, ରୋହିତ ଶର୍ମା (୪୮ରନ) ଓ ଶୁଭମନ ଗିଲ( ୫୩ ରନ)ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବାଂଲାଦେଶ ଦ୍ବାରା ରଖାଯାଇଥିବା ୨୫୭ ରନର ଲକ୍ଷ୍ୟକୁ ସହଜରେ ହାସଲ କରିନେଇଥିଲା । ବିରାଟ କୋହଲି ୪୧.୩ ତମ ଓଭରରେ ଛକା ମାରି ନିଜର ୪୮ ତମ ଶତକ ପୂରଣ କରିବା ସହ ଦଳ ପାଇଁ ବିଜୟ ଆଣିଦେଇଥିଲେ ।
Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Prev Post
Next Post