ଗତ କିଛିଦିନ ହେଲାଣି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଚାଲିଥିଲା । ମୁମ୍ବାଇ ଏବଂ ଗୁଜରାଟ ମଧ୍ୟରେ ବଡ ଡିଲ୍ ହୋଇଥିବା ଖବର ମିଳିଥିଲା । ହାର୍ଦ୍ଦିକଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଗୁଜରାଟ ଟାଇଟନ୍ସ ସହିତ ୧୫ କୋଟି ଟଙ୍କାର ଡିଲ୍ କରିଥିବା ଖବର ମଧ୍ୟ ଚର୍ଚ୍ଚା ହୋଇଥିଲା ।ଆଉ ଗୁଜରାଟ ଆଜି ଅଫିସିଆଲ ଘୋଷଣା କରିବା ପରେ ଏହା କନଫର୍ମ ହୋଇଯାଇଛି । ହାର୍ଦ୍ଦିକ ଗୁଜରାଟ ଟାଇଟନ୍ସର ଅଧିନାୟକ ରହିଥିଲେ । ସେ ଟିମ ଛାଡିବା ପରେ ଶୁବମନ ଗିଲ୍ ଗୁଜରାଟ ଟାଇଟନ୍ସର ଅଧିନାୟକ ଦାୟିତ୍ୱ ନେବେ ।
Trending
- ସାରା ଦେଶରେ ଜାଲି ଭୋଟର କାର୍ଡ ଯାଞ୍ଚ ହେବ
- ବିଜେଡି ଛାଡୁଛନ୍ତି ଅସନ୍ତୁଷ୍ଟ ବରିଷ୍ଠ ନେତା
- ଅସନ୍ତୁଷ୍ଟ ନେତାଙ୍କ ଉପରେ ବର୍ଷିଲେ ମନ୍ମଥ, ବିଜେଡିରେ ଗୋଷ୍ଠୀ କନ୍ଦଳ ତୀବ୍ର
- ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ
- ଆସୁଛି ଆଉ ଏକ ଲଘୁଚାପ
- ଭାରତର ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ ଙ୍କ ରାଜନୈତିକ କ୍ୟାରିଅର୍ ସଂମ୍ପର୍କରେ ଜାଣନ୍ତୁ…..
- ମୋଦୀ ଯୁବା ମାରାଥନରେ ନିଶାମୁକ୍ତ ଭାରତର ବାର୍ତା ଦେବ ବିଜେପି ଯୁବମୋର୍ଚ୍ଚା
- ଉପରାଷ୍ଟ୍ରପତି ନିର୍ବାଚନ: ବିଜେଡି ସମଦୂରତା ରକ୍ଷାକରିବ
- ପୁଣି ବର୍ଷିଲେ ସୈାମ୍ୟ ରଞ୍ଜନ ପଟ୍ଟନାୟକ
- ନବୀନ ଦିଲ୍ଲୀରେ, ବିଜେଡି କାହାକୁ ଦେବ ଭୋଟ
Prev Post