ଓଡ଼ିଶା-ଜମ୍ମୁକାଶ୍ମୀର ରଣଜୀ ମ୍ୟାଚ୍ର ଦ୍ବିତୀୟ ଦିନ ଘରୋଇ ଦଳ ପୁଣି ଥରେ ବ୍ୟାଟିଂ ବିପର୍ଯ୍ୟୟ ସାମ୍ନା କରିଛି। ରାଜେଶ ମହାନ୍ତିଙ୍କ ୫ ୱିକେଟ୍ ସଫଳତା ସତ୍ତ୍ବେ ପ୍ରଥମ ପାଳିରେ ଓଡ଼ିଶା ୫୦ ରନ୍ରେ ପଛେଇ ଯାଇଥିଲା। ଦ୍ବିତୀୟ ପାଳିରେ ଷ୍ଟମ୍ପ୍ସ ଅପସାରଣ ସୁଦ୍ଧା ୧୨୬/୭ କରିଛି। ଆହୁରି ଦୁଇଦିନ ଖେଳ ଥିଲେ ବି ରବିବାର ଫଳାଫଳ ଆସିଯିବାର ସମ୍ଭାବନା ସୃଷ୍ଟି ହୋଇଛି। ଓଡ଼ିଶା ପ୍ରଥମ ପାଳିରେ ୧୩୦ ରନ୍ କରିଥିବା ବେଳେ ଜମ୍ମୁ କଶ୍ମୀର ଦ୍ବିତୀୟ ଦିନରେ ୧୮୦ ରନ୍ କରି ସମସ୍ତ ୱିକେଟ୍ ହରାଇଥିଲା।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post