ଭାରତୀୟ ଫୁଟବଲ ପ୍ରେମୀମାନଙ୍କ ପାଇଁ ଖୁସି ଖବର । ଭାରତ ଆସିବ ଆର୍ଜେଣ୍ଟିନା ଫୁଟବଲ ଟିମ ,ଏବଂ ଦଳର ଷ୍ଟାର ଖେଳାଳି ଲିଓନେଲ ମେସି କେରଳ ଆସିବେ । ୨୦୨୫ ରେ ଭାରତ ଆସବ ଆର୍ଜେଣ୍ଟିନା । କେରଳର କ୍ରୀଡ଼ା ମନ୍ତ୍ରୀ ଭି ଅବ୍ଦୁରାହୀମାନ ବୁଧବାର ପ୍ରକାଶ କରିଛନ୍ତି ଲିଓନେଲ ମେସିଙ୍କ ନେତୃତ୍ୱରେ ଆର୍ଜେଣ୍ଟିନା ଫୁଟବଲ ଦଳ ଆସନ୍ତା ବର୍ଷ ଏକ ଅନ୍ତର୍ଜାତୀୟ ମ୍ୟାଚ୍ ପାଇଁ କେରଳ ଆସିବ । ତିରୁବନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ସମ୍ପୂର୍ଣ୍ଣ ତତ୍ତ୍ୱାବଧାନରେ ମ୍ୟାଚ୍ ଅନୁଷ୍ଠିତ ହେବ ।
Trending
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା
- ୨୦ ଦିନ ଧରି ଅନଶନରେ ଥିବା ଶିକ୍ଷା ଓ ପରିବେଶବିତ୍ ସୋନମ ୱାଙ୍ଗଚୁକଙ୍କୁ ଉଠାଇ ନେଲା ପୋଲିସ
- ଆଇଆଇସି ବିୟୁଟି ମହାନ୍ତି ଆତ୍ମହତ୍ୟା ମାମଲା: ମିଳିଛି ଡିଜିଟାଲ ଏଭିଡେନ୍ସ
- ଚିଲିକାରେ ଅନନ୍ୟ ‘ଜଳ ରଥଯାତ୍ରା’ , ଡଙ୍ଗାରେ ମାଉସୀ ମା’ ମନ୍ଦିର ଯାତ୍ରା କଲେ ମହାପ୍ରଭୁ