ରାଜ୍ୟଗୋଷ୍ଠୀ କ୍ରୀଡାରେ ହକି ଫାଇନାଲରେ ପ୍ରବେଶ କରିଛି ଭାରତ । ଗତକାଲି ଖେଳାଯାଇଥିବା ସେମିଫାଇନାଲ ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ୩-୨ ଗୋଲରେ ପରାସ୍ତ କରି ସ୍ୱର୍ଣ୍ଣ ମୁକାବିଲାରେ ଅବତୀର୍ଣ୍ଣ ହୋଇଛି । ଉଭୟ ଦଳ ସତର୍କତାର ସହ ଖେଳ ଆରମ୍ଭ କରିଥିବାରୁ ପ୍ରଥମ କ୍ୱାର୍ଟରରେ କୌଣସି ଗୋଲ ହୋଇନଥିଲା ।ଦ୍ୱିତୀୟ କ୍ୱାର୍ଟରରେ ଲଗାତର ଦୁଇଟି ଗୋଲ ଦେଇଥିଲା ଭାରତ । ତୃତୀୟ କ୍ୱାର୍ଟରରେ ଭାରତ କୌଣସି ଗୋଲ କରିପାରିନଥିଲା । ହେଲେ ଦକ୍ଷିଣ ଆଫ୍ରିକା ଗୋଟିଏ ଗୋଲ ସୁଝାଇ ଦେଇଥିଲା । ଶେଷ କ୍ୱାର୍ଟରରେ ଦୁଇଟି ଗୋଲ ହୋଇଥିବା ବେଳେ ଉଭୟ ଦଳ ଗୋଟିଏ ଲେଖାଏଁ ଗୋଲ ଦେଇଥିଲେ । ଫଳରେ ୩-୨ରେ ଭାରତ ମ୍ୟାଚ୍ ଜିତି ଫାଇନାଲକୁ ଯାଇଛି । ଏହା ସହ ହକିରୁ ପୁରୁଷ ଦଳ ଭାରତ ପାଇଁ ଅତିକମ୍ରେ ରୌପ୍ୟ ପଦକ ପକ୍କା କରିଛନ୍ତି ।
Trending
- ଚାଷୀ ପଞ୍ଜୀକରଣ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ , ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ