ଟେଷ୍ଟ ସିରିଜରେ ଭାରତର ଲଜ୍ୟାଜନକ ପରାଜୟ । ୨୫ ରନରେ ନ୍ୟୁଜିଲାଣ୍ଡଠୁ ହାରିଲା ଭାରତ । ବ୍ୟାଟ୍ସ ମ୍ୟାନଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଟିମ୍ ଇଣ୍ଡିଆ ପରାଜିତ । ଭାରତ ଆଗରେ ୧୪୭ ରନର ଟାର୍ଗେଟ ଥିଲା ମାତ୍ର ୧୨୧ ରନ୍ କରିଛି ଟିମ ଇଣ୍ଡିଆ । ପ୍ରଥମ ଥର ପାଇଁ ୩ ମ୍ୟାଚ୍ ବିଶିଷ୍ଟ ସିରିଜ ହାରିଲା ଭାରତ ।
Trending
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ