ବିଶ୍ବ କପ୍ ପାଇଁ ଟିମ୍ ଇଣ୍ଡିଆର ୧୫ଜଣିଆ ସ୍କ୍ବାଡ ଘୋଷଣା କଲା ବିସିସିଆଇ
ବିଶ୍ବ କପ୍ ପାଇଁ ଟିମ୍ ଇଣ୍ଡିଆର ୧୫ଜଣିଆ ସ୍କ୍ବାଡ ଘୋଷଣା କଲା ବିସିସିଆଇ । ରୋହିତ ଶର୍ମା- ଅଧିନାୟକ, ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟଶ ଆୟର, କେ ଏଲ ରାହୁଲ (ଉଇକେଟ ରକ୍ଷକ), ଇଶାନ କିଷନ(ଉଇକେଟ ରକ୍ଷକ), ସୂର୍ଯ୍ୟ କୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ରବୀନ୍ଦ୍ର ଜାଡେଜା, ଅକ୍ସର ପଟେଲ, କୁଲଦୀପ ଯାଦବ, ସାର୍ଦ୍ଦୁଲ ଠାକୁର, ମହମ୍ମଦ ସାମି,ମହମ୍ମଦ ସିରାଜ, ଯଶପ୍ରୀତ ବୁମରା
Squad: Rohit Sharma (Captain), Shubman Gill, Virat Kohli, Shreyas Iyer, Ishan Kishan, KL Rahul, Hardik Pandya (Vice-captain), Suryakumar Yadav, Ravindra Jadeja, Axar Patel, Shardul Thakur, Jasprit Bumrah, Mohd. Shami, Mohd. Siraj, Kuldeep Yadav#TeamIndia | #CWC23
— BCCI (@BCCI) September 5, 2023
ରୋହିତ ଶର୍ମାଙ୍କ ନେତୃତ୍ବରେ ମଇଦାନକୁ ଓହ୍ଲାଇବ ଭାରତୀୟ ଦଳ । ଇଶାନ କିଷନ, ଅକ୍ଷର ପଟେଲ ସୂର୍ଯ୍ୟ କୁମାର ଯାଦବ ଓ ମହମ୍ମଦ ସିରାଜ ପ୍ରଥମ ଥର ଲାଗି ବିଶ୍ବକପ ଖେଳିବେ । ସେହିପରି ଦଳରେ ଶୁଭମନ ଗିଲ, ବିରାଟ କୋହଲି, ଶ୍ରେୟଶ ଆୟର, କେ ଏଲ ରାହୁଲଙ୍କୁ ସାମିଲ କରାଯାଇଛି ।
ହାର୍ଦ୍ଦିକ ପାଣ୍ଡ୍ୟା ଉପ ଅଧିନାୟକ ଦାୟିତ୍ବ ତୁଲାଇବେ । କେ ଏଲ ରାହୁଲ ଓ ଇଶାନ କିଷନ ଉଇକେଟ ରକ୍ଷକ ଦାୟିତ୍ବ ତୁଲାଇବେ । ରବୀନ୍ଦ୍ର ଜାଡେଜା, ଅକ୍ଷର ପଟେଲ ଅଲରାଉଣ୍ଡିଂ ଦକ୍ଷତା ଥିବା ବେଳେ ବୋଲିଂ ବାହିନୀରେ କୁଲଦୀପ ଯାଦବ, ସାର୍ଦ୍ଦୁଲ ଠାକୁର, ମହମ୍ମଦ ସାମି, ମହମ୍ମଦ ସିରାଜ ଯଶପ୍ରୀତ ବୁମରା ।
Here's the #TeamIndia squad for the ICC Men's Cricket World Cup 2023 🙌#CWC23 pic.twitter.com/EX7Njg2Tcv
— BCCI (@BCCI) September 5, 2023