୪ ଗୁଣା ୧୦୦ ମିଟର ମହିଳା ରିଲେ ଦଳ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଫାଇନାଲ୍ରେ ପ୍ରବେଶ କରିଛି। ଭାରତୀୟ ଦଳ ୪୪.୪୫ ସେକେଣ୍ଡ ସମୟ ସହ ହିଟ-୧ର ଦ୍ବିତୀୟ ସ୍ଥାନରେ ରହି ଫାଇନାଲରେ ପହଁଚିଛି । ଏହି ହିଟ୍ରେ ଜାମାଇକା (୪୩.୬୬ ସେକେଣ୍ଡ) ପ୍ରଥମ ସ୍ଥାନ ଅଧିକାର କରିଥିଲା। ଅନ୍ୟପକ୍ଷରେ ସ୍କଟଲାଣ୍ଡ (୪୫.୩୯ ସେକେଣ୍ଡ) ତୃତୀୟ ସ୍ଥାନରେ ରହିଥିଲା। ଏହି ଇଭେଣ୍ଟର ଫାଇନାଲ୍ ଆଜି ଅନୁଷ୍ଠିତ ହେବ।
Trending
- ସରିଲା ନୂଆପଡ଼ା ବିଧାନସଭା ନିର୍ବାଚନ : ୭୯.୦୨ ପ୍ରତିଶତ ମତଦାନ
- ନୂଆପଡ଼ା ଉପନିର୍ବାଚନ : ଦିନ ୧୧ଟା ସୁଦ୍ଧା ୩୨.୫୧ ପ୍ରତିଶତ ମତଦାନ
- ଭୁଟାନ ମାଟିରୁ ଦିଲ୍ଲୀ ବିସ୍ଫୋରଣକୁ ନେଇ ଏମିତି ଗର୍ଜିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
- ବିହାରରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ : ୧ଟା ସୁଦ୍ଧା ବିହାରରେ ୪୭.୬୨% ମତଦାନ
- ଦିଲ୍ଲୀ ଲାଲକିଲ୍ଲା ବିସ୍ଫୋରଣ – ଚାରି ଡ଼ାକ୍ତରଙ୍କ ଲୋମଟାଙ୍କୁରା କାର୍ଯ୍ୟ
- ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ଏବଂ ଅନ୍ତିମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ
- ଆଜି ଭୋଟ ଦେଉଛନ୍ତି ନୂଆପଡାବାସୀ , ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର
- ଲାଲକିଲ୍ଲାରେ ଶକ୍ତିଶାଳୀ ବିସ୍ଫୋରଣ, 8 ମୃତ ଅନେକ ଲୋକ ଆହତ
- ବିହାର ବିଧାନସଭାର ନିର୍ବାଚନ : ମହିଳା ମତଦାତାଙ୍କ ଉପରେ ଧ୍ୟାନ କେନ୍ଦ୍ରିତ
- ନିରବ ଅବଧି ସମୟରେ ନୂଆପଡ଼ାରେ ନିୟମର ଉଲ୍ଲଂଘନ କରିଛି ବିଜେପି – ନବୀନ