ଆଜି ଜାତୀୟ କ୍ରୀଡ଼ା ଦିବସ
କିମ୍ବଦନ୍ତୀ ହକି ଖେଳାଳୀଙ୍କୁ ମନେ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟମ । ସାରା ଭାରତରେ ଆଜି ତାଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଉଛି । ସ୍ୱର୍ଗତ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯କୁ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ମନ୍ତ୍ରଣାଳୟ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ଦିବସ ପାଳନ କରୁଛନ୍ତି ।୧୯୯୫ ମସିହାଠାରୁ ପ୍ରତ୍ୟେକ ବର୍ଷ ଅଗଷ୍ଟ ୨୯କୁ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳିତ ହେଉଛି । ଏହି ଦିନ ଭାରତର ରାଷ୍ଟ୍ରପତି କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ବିଭିନ୍ନ ପୁରସ୍କାର ପ୍ରଦାନ କରିଥାନ୍ତି ।
Tributes to hockey wizard #MajorDhyanChand on his birth anniversary, also celebrated as #NationalSportsDay. His contributions to the field of hockey, unwavering dedication to sports and his lasting legacy will continue to inspire millions of sportspersons. #OdishaForSports pic.twitter.com/Vo9GFTHTNZ
— Naveen Patnaik (@Naveen_Odisha) August 29, 2023