ପର୍ଥ ଟେଷ୍ଟର ତୃତୀୟ ଅଧିବେସନ ଆରମ୍ଭ ହୋଇଛି। ଦ୍ୱିତୀୟ ଇନିଂସରେ ବ୍ୟାଟିଂ ପାଇଁ ପଡ଼ିଆକୁ ଆସିଥିବା ଟିମ୍ ଇଣ୍ଡିଆର ଓପନର୍ ଯଶସ୍ୱୀ ଜୟସ୍ବାଲ ଏବଂ କେ.ଏଲ୍ ରାହୁଲ ଭାରତକୁ ସୁଦୃଢ଼ ସ୍ଥିତିରେ ପହଞ୍ଚାଇଛନ୍ତି। ୫୭ ଓଭର ତଥା ଦିନର ଖେଳ ଶେଷ ସୁଦ୍ଧା କୌଣସି ୱିକେଟ ନ ହରାଇ ଭାରତର ସ୍କୋର ୧୭୨ ରନ୍ ରହିଛି। ଯଶସ୍ୱୀ ଜୟସ୍ବାଲ ୯୦ ରନ ଏବଂ କେଏଲ ରାହୁଲ ୬୨ ରନ ସ୍କୋର କରିଛନ୍ତି। ଟିମ୍ ଇଣ୍ଡିଆର ୨୧୮ ରନ୍ ଆଗୁଆ ରହିଛି। ଯଶସ୍ୱୀ ଜୟସ୍ବାଲ ୧୯୩ ବଲରେ ୯୦ ରନରେ କରିଛନ୍ତି। କେ.ଏଲ୍ ରାହୁଲ ୧୫୩ ବଲରେ ୬୨ କରିଛନ୍ତି। ଜୟସ୍ୱାଲ ୭ ଚୌକା ଓ ଦୁଇଟି ଛକା ମାରିଛନ୍ତି। ରାହୁଲଙ୍କ ବ୍ୟାଟରୁ ୪ ଚୌକା ମାରିଛନ୍ତି।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା