ହକି ଇଣ୍ଡିଆ ଲିଗ୍ରେ ଘରୋଇ ଦଳ ବେଦାନ୍ତ କଳିଙ୍ଗ ଲାନ୍ସର୍ସ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ଶକ୍ତିଶାଳୀ ୟୁପି ରୁଦ୍ରାସ୍ଠାରୁ ୧-୩ ଗୋଲ୍ରେ ପରାସ୍ତ ହୋଇଛି। ମ୍ୟାଚ୍ର ପ୍ରଥମ କ୍ବାର୍ଟର୍ରେ କଳିଙ୍ଗ ଲାନ୍ସର୍ସ ସୁନ୍ଦର ପ୍ରଦର୍ଶନ କରିଥିଲା। ୧୩ତମ ମିନିଟ୍ରେ ଦଳର ବିଦେଶୀ ତାରକା ଏନରିକ୍ ଗୋଞ୍ଜାଲେଜ୍ ଏକ ଚମତ୍କାର ଫିଲ୍ଡଗୋଲ ଦେଇ ଦଳକୁ ୧-୦ ଗୋଲରେ ଆଗୁଆ କରିଥିଲେ। ତେବେ ଦ୍ବିତୀୟ କ୍ବାର୍ଟରରେ ୟୁପି ପ୍ରତ୍ୟାବର୍ତ୍ତନ କରିଥିଲା। ଦ୍ବିତୀୟ କ୍ବାର୍ଟର୍ରେ କୌଣସି ଗୋଲ୍ ଦେଇ ନଥିଲେ ମଧ୍ୟ ଘରୋଇ ଦଳକୁ ଚାପରେ ରଖିଥିଲା।
Trending
- ମୋଦୀଙ୍କୁ ଭୋଟ ଚୋର କହିଲେ ରାହୁଲ
- ପ୍ରଥମ ରାଷ୍ଟ୍ରପତି ଭାବେ ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ
- ୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି