ଏସୀୟ ପାରା କ୍ରୀଡ଼ାରେ ଭାରତ ପଦକ ସଂଖ୍ୟାରେ ଶତକ ହାସଲ କରିଛି । ପ୍ରଥମ ଦିନରେ ଭାରତ ୬ଟି ସ୍ୱର୍ଣ୍ଣ ସହିତ ୧୭ଟି ପଦକ, ଦ୍ୱିତୀୟ ଦିନରେ ୩ଟି ସ୍ୱର୍ଣ୍ଣ ସହିତ ୧୭ଟି ପଦକ, ତୃତୀୟ ଦିନରେ ୬ଟି ସ୍ୱର୍ଣ୍ଣ ସହିତ ୩୦ଟି ପଦକ, ଚତୁର୍ଥ ଦିନରେ ୩ଟି ସ୍ୱର୍ଣ୍ଣ ସହିତ ୧୮ଟି ପଦକ ଓ ପଞ୍ଚମ ଦିନରେ ୭ଟି ସ୍ୱର୍ଣ୍ଣ ସହିତ ୧୭ଟି ଜିତିଥିଲା । ଭାରତର ମୋଟ ପଦକ ସଂଖ୍ୟା ୧୦୦ରେ ପହଞ୍ଚିବା ସହିତ ସେଥିରେ ୨୬ଟି ସ୍ୱର୍ଣ୍ଣ, ୨୯ଟି ରୌପ୍ୟ ଓ ୪୫ଟି ବ୍ରୋଞ୍ଜ ପଦକ ସାମିଲ ରହିଥିଲା ।
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
Prev Post
Next Post