ଏସୀୟ ପାରା କ୍ରୀଡ଼ାରେ ଭାରତ ପଦକ ସଂଖ୍ୟାରେ ଶତକ ହାସଲ କରିଛି । ପ୍ରଥମ ଦିନରେ ଭାରତ ୬ଟି ସ୍ୱର୍ଣ୍ଣ ସହିତ ୧୭ଟି ପଦକ, ଦ୍ୱିତୀୟ ଦିନରେ ୩ଟି ସ୍ୱର୍ଣ୍ଣ ସହିତ ୧୭ଟି ପଦକ, ତୃତୀୟ ଦିନରେ ୬ଟି ସ୍ୱର୍ଣ୍ଣ ସହିତ ୩୦ଟି ପଦକ, ଚତୁର୍ଥ ଦିନରେ ୩ଟି ସ୍ୱର୍ଣ୍ଣ ସହିତ ୧୮ଟି ପଦକ ଓ ପଞ୍ଚମ ଦିନରେ ୭ଟି ସ୍ୱର୍ଣ୍ଣ ସହିତ ୧୭ଟି ଜିତିଥିଲା । ଭାରତର ମୋଟ ପଦକ ସଂଖ୍ୟା ୧୦୦ରେ ପହଞ୍ଚିବା ସହିତ ସେଥିରେ ୨୬ଟି ସ୍ୱର୍ଣ୍ଣ, ୨୯ଟି ରୌପ୍ୟ ଓ ୪୫ଟି ବ୍ରୋଞ୍ଜ ପଦକ ସାମିଲ ରହିଥିଲା ।
Trending
- ‘ୱି ଦି ଲିଡର’ ଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି କେ. ଆନ୍ନାମଲାଇ,ମାତ୍ର କେଇ ଘଣ୍ଟା ମଧ୍ୟରେ ୧୫ ଲକ୍ଷରୁ ଅଧିକ ଲୋକ ଏଥିରେ ସାମିଲ ହୋଇ ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି
- ମୃତ ସୌମ୍ୟଙ୍କ ମୌଜପୁର ଘରେ ଖୋଳତାଡ଼ କରୁଛନ୍ତି କ୍ରାଇମବ୍ରାଞ୍ଚ ଟିମ୍,ହାତଲେଖା ଡାଇରୀ ଜବତ କରିବା ପାଇଁ ଏହି ଟିମ୍ ତାଙ୍କ ଘରେ ପହଞ୍ଚିଛି
- ୬ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
Prev Post
Next Post