ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟ୍ର ଦ୍ବିତୀୟ ଦିନ ଅଧିନାୟକ ରୋହିତ ଶର୍ମାଙ୍କ ପାଇଁ କୀର୍ତ୍ତିମାନର ଦିନ ଥିଲା। ଧର୍ମଶାଳାର ଏଚ୍ପିସିଏ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି ମ୍ୟାଚ୍ରେ ରୋହିତ ଦ୍ବାଦଶ ଟେଷ୍ଟ୍ ଶତକ ଅର୍ଜନ କରିଥିଲେ। ୧୬୨ ବଲ୍ର ସମ୍ମୁଖୀନ ହୋଇ ୧୩ ଚୌକା ଓ ୩ ଛକା ସହାୟତାରେ ସେ ୧୦୩ ରନ୍ ସଂଗ୍ରହ କରି ଆଉଟ୍ ହୋଇ ଯାଇଥିଲେ।ହେଲେ ଏହାରି ଭିତରେ କିନ୍ତୁ ଟିମ୍ ଇଣ୍ଡିଆକୁ ଲାଗିଛି ବଡ ଝଟକା। ଦଳର କ୍ୟାପଟେନ୍ ରୋହିତ ଶର୍ମାଙ୍କ ଫିଟନେସକୁ ନେଇ ବିସିସିଆଇ ଟୁଇଟ୍ କରିବା ପରେ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି ଖେଳପ୍ରେମୀ।ବିସିସିଆଇ ପକ୍ଷରୁ ହୋଇଥିବା ଏକ୍ସ ପୋଷ୍ଟ୍ରେ ଲେଖାଯାଇଛି, ‘‘ସଂପୂର୍ଣ୍ଣ ଫିଟ୍ ନଥିବା କାରଣରୁ ଦଳର କ୍ୟାପଟେନ୍ ରୋହିତ ଶର୍ମା ତୃତୀୟ ଦିନ ଫିଲ୍ଡିଂ କରିବାକୁ ପଡିଆକୁ ଓହ୍ଲାଇବେନି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post