ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳାଇଛନ୍ତି ରାଜ୍ୟ ସରକାର। ଏନେଇ କ୍ରୀଡ଼ା ଓ ଯୁବ ସେବା ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି। ବିଜୁ କ୍ରୀଡ଼ା ସମ୍ମାନ ଏଣିକି ରାଜ୍ୟ କ୍ରୀଡ଼ା ସମ୍ମାନ ନାମରେ ପୁରସ୍କାର ପ୍ରଦାନ କରାଯିବ।ପୂର୍ବରୁ ରାଜ୍ୟ ସରକାର ରାଜ୍ୟର ପ୍ରତିଭାବାନ କ୍ରୀଡ଼ାବିତଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରରେ ସମ୍ମାନିତ କରୁଥିଲେ। ପ୍ରତିବର୍ଷ ଖେଳରେ ଭଲ ପ୍ରଦର୍ଶନ କରୁଥିବା କ୍ରୀଡ଼ାବିତଙ୍କୁ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରରେ ସମ୍ମାନୀତ କରୁଥିଲେ। ଏବେ ରାଜ୍ୟରେ ସରକାର ବଦଳିବା ପରେ ଏହି ସମ୍ମାନର ନାଁ ବଦଳାଇ ଦେଇଛନ୍ତି କ୍ଷମତାରେ ଥିବା ବିଜେପି ସରକାର।
Trending
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
Prev Post
Next Post
