ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ବିତୀୟ ଦିନିକିଆ । ଇନ୍ଦୋରରେ ହେବ ମହାଲଢେଇ । ଆଜି ଅପରାହ୍ନ ସାଢ଼େ ଗୋଟାଏରୁ ଖେଳ ଆରମ୍ଭ ହେବ । ଆଗୁଆ ସିରିଜ ବିଜୟ ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ ଟିମ ଇଣ୍ଡିଆ ।ପଟେ ମ୍ୟାଚ ଜିତି ସିରିଜ ଫେରିବାକୁ ଉଦ୍ୟମ କରିବ କଙ୍ଗାରୁ ଦଳ । ମୋହାଲି ପ୍ରଥମ ଦିନିକିଆରେ ବାଜି ମାରିଥିଲା ଭାରତ । ଗତ ମ୍ୟାଚରେ ବିଫଳ ହୋଥିବା ଶ୍ରେୟସ ଆୟର ଭଲ ସ୍କୋର କରିବାକୁ ଆଗ୍ରହୀ ଥିବା ବେଳେ ଆର. ଅଶ୍ବିନ ୱିକେଟ ସନ୍ଧାନରେ ରହିବେ । ହୋଲକର ଷ୍ଟାଡିୟମରେ ବଡ଼ ସ୍କୋର ଆଶା ରହିଛି। ପ୍ରଥମ ମ୍ୟାଚରେ ଅଧିନାୟକ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ସହ ୪ ଷ୍ଟାର ଖେଳାଳିଙ୍କ ବିନା ଖେଳିଥିଲା ଆୟୋଜକ ଦଳ । ତିନି ମ୍ୟାଚ୍ ବିଶିଷ୍ଟ ସିରିଜରେ ଭାରତ ୧-୦ରେ ଆଗୁଆ ରହିଛିଭାରତ ୧-୦ରେ ଆଗୁଆ ରହିଛି ।
Trending
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
Prev Post
Next Post