୨୦୨୩ ଏସିଆନ ଗେମ୍ସରେ ୨୫ ମିଟର ଶୁଟିଂ ଦଳ ଭାରତ ଦ୍ୱିତୀୟ ଥର ପାଇଁ ସ୍ବର୍ଣ୍ଣ ପଦକ ପାଇଛି। ମନୁ ଭାକର, ଇଶା ସିଂ ଏବଂ ରିଦମ ସାଙ୍ଗୱାନଙ୍କ ଦଳ ଭାରତ ପାଇଁ ସ୍ବର୍ଣ୍ଣ ଆଣିଛନ୍ତି। ବୁଧବାର ଶୁଟିଂରେ ଭାରତ ପାଇଁ ଏହା ହେଉଛି ଦ୍ୱିତୀୟ ପଦକ। ବର୍ତ୍ତମାନ ଭାରତକୁ ୪ଟି ସ୍ବର୍ଣ୍ଣ ପଦକ ଆସିଛି। ଯଦି ଶୁଟିଂରେ ଭାରତର ଉତ୍କୃଷ୍ଟ ପ୍ରଦର୍ଶନ ଜାରି ରହିବ, ତେବେ ପଦକ ତାଲିକାରେ ଶ୍ରେଷ୍ଠ ୫ର ଯାତ୍ରା କଷ୍ଟକର ହେବ ନାହିଁ।
Trending
- କଟକରେ ବିଶୃଙ୍ଖଳା ସୃଷ୍ଟି କରିଥିବା ୮ ଜଣଙ୍କୁ ଗିରଫ କଲା ପୋଲିସ
- ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ
- କଟକ ସହରରେ ସ୍ଥିତି ନିୟନ୍ତ୍ରଣ : ଇଣ୍ଟରନେଟ୍ ବନ୍ଦ
- କାଶ ସିରପର ଗୁଣବତ୍ତା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
- ପୁଲିସ ଏସ୍ଆଇ ପରୀକ୍ଷା ଜାଲିଆତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦେଶ
- ଶ୍ରୀକ୍ଷେତ୍ରକୁ ଛୁଟିଲେଣି ହବିଷ୍ୟାଳି
- ଆଜି ବିରାଜିବେ ମା’ ଗଜଲକ୍ଷ୍ମୀ
- ମୁଖ୍ୟମନ୍ତ୍ରୀଙ୍କ ନୂଆପଡ଼ା ଗସ୍ତ ଆଜି
- ହଜାର ବର୍ଷର କଟକ ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖନ୍ତୁ: ମୁଖ୍ୟମନ୍ତ୍ରୀ
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
Prev Post
Next Post