ବାଂଲାଦେଶ ବିପକ୍ଷରେ ଭାରତର ବିଜୟ । ଚଳିତ ବିଶ୍ୱକପରେ ଲଗାତାର ଚତୁର୍ଥ ବିଜୟ ନିଜ ନାମରେ କରିଛି ରୋହିତ ସେନା । ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଏହି ମ୍ୟାଚରେ ଦମଦାର ଶତକ ସହ ଭାରତକୁ ବିଜୟ ଦେଇଛନ୍ତି ।କୋହଲିଙ୍କ ଅପରାଜିତ ଶତକ, ରୋହିତ ଶର୍ମା (୪୮ରନ) ଓ ଶୁଭମନ ଗିଲ( ୫୩ ରନ)ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବାଂଲାଦେଶ ଦ୍ବାରା ରଖାଯାଇଥିବା ୨୫୭ ରନର ଲକ୍ଷ୍ୟକୁ ସହଜରେ ହାସଲ କରିନେଇଥିଲା । ବିରାଟ କୋହଲି ୪୧.୩ ତମ ଓଭରରେ ଛକା ମାରି ନିଜର ୪୮ ତମ ଶତକ ପୂରଣ କରିବା ସହ ଦଳ ପାଇଁ ବିଜୟ ଆଣିଦେଇଥିଲେ ।
Trending
- କେନ୍ଦ୍ର ସରକାର କର୍ମଚାରୀମାନଙ୍କୁ ମିଳିଲା ଦୀପାବଳି ବୋନସ
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
Prev Post
Next Post