ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ । ଏହି ମ୍ୟାଚ ଧର୍ମଶାଳାର ଏଚପିସିଏ ଷ୍ଟାଡିୟମରେ ଖେଳାଯାଉଛି। ଟିମ ଇଣ୍ଡିଆ ବର୍ତ୍ତମାନ ସିରିଜରେ ୩-୧ରେ ଆଗୁଆ ରହିଛି। ତେବେ ଇଂଲଣ୍ଡ ଦଳ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଭାରତ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି। ଏହି ମ୍ୟାଚକୁ ଜିତି ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ପଏଣ୍ଟ ଟେବୁଲରେ ନିଜର ସ୍ଥିତିକୁ ମଜବୁତ କରିବାକୁ ଚାହୁଁଛି। ତେବେ ଭାରତୀୟ ଦଳ ପ୍ଲେ-୧୧ରେ ୨ଟି ପରିବର୍ତ୍ତନ କରିଥିବା ବେଳେ ଦେବଦତ୍ତ ପଡିକ୍କଲଙ୍କୁ ଡେବ୍ୟୁ ସୁଯୋଗ ଦେଇଛି।
Trending
- କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ , 7 ମୃତ
- ଭୁଷୁଡ଼ିଲା ସେତୁ , 20 ପର୍ଯ୍ୟଟକ ନିଖୋଜ , 2 ମୃତ
- ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍
- ଜୁନ 20 ରେ ଆସିବେ ମୋଦୀ
- ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏ ଦେବ ଏୟାର ଇଣ୍ଡିଆ
- ବିମାନ ଦୁର୍ଘଟଣାରେ ଏକମାତ୍ର ଯାତ୍ରୀ ଭାବେ ବର୍ତ୍ତିଯାଇଛନ୍ତି ବିଶ୍ବାସ କୁମାର ରମେଶଙ୍କୁ ଭେଟିଲେ ମୋଦୀ
- ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି, ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି
- ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ
- ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ
- ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ
Prev Post
Next Post