ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ । ଏହି ମ୍ୟାଚ ଧର୍ମଶାଳାର ଏଚପିସିଏ ଷ୍ଟାଡିୟମରେ ଖେଳାଯାଉଛି। ଟିମ ଇଣ୍ଡିଆ ବର୍ତ୍ତମାନ ସିରିଜରେ ୩-୧ରେ ଆଗୁଆ ରହିଛି। ତେବେ ଇଂଲଣ୍ଡ ଦଳ ଟସ୍ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଭାରତ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି। ଏହି ମ୍ୟାଚକୁ ଜିତି ଭାରତୀୟ ଦଳ ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ପଏଣ୍ଟ ଟେବୁଲରେ ନିଜର ସ୍ଥିତିକୁ ମଜବୁତ କରିବାକୁ ଚାହୁଁଛି। ତେବେ ଭାରତୀୟ ଦଳ ପ୍ଲେ-୧୧ରେ ୨ଟି ପରିବର୍ତ୍ତନ କରିଥିବା ବେଳେ ଦେବଦତ୍ତ ପଡିକ୍କଲଙ୍କୁ ଡେବ୍ୟୁ ସୁଯୋଗ ଦେଇଛି।
Trending
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
- ଏହା “ଗଣତନ୍ତ୍ରର ବିଜୟ”। “ଛାତ୍ର ଏକତା ଜିନ୍ଦାବାଦ” : ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସିଜେପିର ପ୍ରତିକ୍ରିୟା
- ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ,ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
Prev Post
Next Post