ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ମହିଳା ହକିରେ ଭାରତ ବିଜୟରୁ ଅଭିଯାନ ଆରମ୍ଭ କରିଛି । ଘାନା ବିପକ୍ଷରେ ପ୍ରଥମ ମ୍ୟାଚ୍ରେ ୫-୦ ଗୋଲରେ ବିଜୟୀ ହୋଇଛି । ଗୁରଜିତ କୌର ଡବଲ୍ ଗୋଲ୍ ଦେଇ ଦଳ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ । ଭାରତ ପରବର୍ତ୍ତୀ ମ୍ୟାଚ୍ରେ ୱେଲ୍ସକୁ ଭେଟିବ ।୩ ଓ ୩୪ ମିନିଟ୍ରେ ଗୁରଜିତ ୨ଟି ଗୋଲ୍ ଦେଇଥିଲେ । ସେହିପରି ୨୮ ମିନିଟରେ ନେହା ଗୋୟାଲ, ୩୬ ମିନିଟରେ ସଙ୍ଗୀତା କୁମାରୀ ଓ ୫୬ ମିନିଟରେ ସଲିମା ଟେଟେ ଗୋଲ୍ ସ୍କୋର କରିଥିଲେ।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post