ଗତ କିଛିଦିନ ହେଲାଣି ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଚାଲିଥିଲା । ମୁମ୍ବାଇ ଏବଂ ଗୁଜରାଟ ମଧ୍ୟରେ ବଡ ଡିଲ୍ ହୋଇଥିବା ଖବର ମିଳିଥିଲା । ହାର୍ଦ୍ଦିକଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ଗୁଜରାଟ ଟାଇଟନ୍ସ ସହିତ ୧୫ କୋଟି ଟଙ୍କାର ଡିଲ୍ କରିଥିବା ଖବର ମଧ୍ୟ ଚର୍ଚ୍ଚା ହୋଇଥିଲା ।ଆଉ ଗୁଜରାଟ ଆଜି ଅଫିସିଆଲ ଘୋଷଣା କରିବା ପରେ ଏହା କନଫର୍ମ ହୋଇଯାଇଛି । ହାର୍ଦ୍ଦିକ ଗୁଜରାଟ ଟାଇଟନ୍ସର ଅଧିନାୟକ ରହିଥିଲେ । ସେ ଟିମ ଛାଡିବା ପରେ ଶୁବମନ ଗିଲ୍ ଗୁଜରାଟ ଟାଇଟନ୍ସର ଅଧିନାୟକ ଦାୟିତ୍ୱ ନେବେ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post