ଓଡ଼ିଶା-ଜମ୍ମୁକାଶ୍ମୀର ରଣଜୀ ମ୍ୟାଚ୍ର ଦ୍ବିତୀୟ ଦିନ ଘରୋଇ ଦଳ ପୁଣି ଥରେ ବ୍ୟାଟିଂ ବିପର୍ଯ୍ୟୟ ସାମ୍ନା କରିଛି। ରାଜେଶ ମହାନ୍ତିଙ୍କ ୫ ୱିକେଟ୍ ସଫଳତା ସତ୍ତ୍ବେ ପ୍ରଥମ ପାଳିରେ ଓଡ଼ିଶା ୫୦ ରନ୍ରେ ପଛେଇ ଯାଇଥିଲା। ଦ୍ବିତୀୟ ପାଳିରେ ଷ୍ଟମ୍ପ୍ସ ଅପସାରଣ ସୁଦ୍ଧା ୧୨୬/୭ କରିଛି। ଆହୁରି ଦୁଇଦିନ ଖେଳ ଥିଲେ ବି ରବିବାର ଫଳାଫଳ ଆସିଯିବାର ସମ୍ଭାବନା ସୃଷ୍ଟି ହୋଇଛି। ଓଡ଼ିଶା ପ୍ରଥମ ପାଳିରେ ୧୩୦ ରନ୍ କରିଥିବା ବେଳେ ଜମ୍ମୁ କଶ୍ମୀର ଦ୍ବିତୀୟ ଦିନରେ ୧୮୦ ରନ୍ କରି ସମସ୍ତ ୱିକେଟ୍ ହରାଇଥିଲା।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post