ଅନ୍ଧାରରେ ପୁରୀ-ଭୁବନେଶ୍ବର ୩୧୬ ନମ୍ବର ଜାତୀୟ ରାଜପଥ। ଆରମ୍ଭରୁ ଆଲୋକୀକରଣ ବ୍ୟବସ୍ଥା ଫେଲ୍। ଲାଗିଥିବା ଷ୍ଟ୍ରିଟ୍ଲାଇଟ୍ରୁ ଅଧା ଜଳୁଥିବା ବେଳେ ଅଧା ଖରାପ ଅବସ୍ଥାରେ। ଫଳରେ ସନ୍ଧ୍ୟା ଗଡ଼ିଲେ ଏହି ରାଜପଥରେ ଅନ୍ଧାର ରାଜୁତି କରୁଛି। ଫଳରେ ଦିନକୁ ଦିନ ପୁରୀ-ଭୁବନେଶ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ସଂଖ୍ୟା ବଢ଼ିଚାଲିଛି। ଘନ ଅନ୍ଧକାର ଯୋଗୁଁ ଅକାଳରେ ମୁଣ୍ଡ ଗଡ଼ୁଛି। ଏଥିସହ ଚୋରି, ରାହାଜାନି ବି ବଢ଼ିଚାଲିଛି। ୨୦୨୨ ମସିହା ପହିଲାରୁ ଜାତୀୟ ରାଜପଥ ଆଲୋକୀକରଣ ପ୍ରକଳ୍ପ କାମ ଆରମ୍ଭ ହୋଇଥିଲା। କୋଟି କୋଟି ଟଙ୍କା ଖର୍ଚ୍ଚ କରି ଦାମୀ ଟୁବୁଲାର ପୋଲ୍ ଓ ଏଲ୍ଇଡି ଲାଇଟ୍ ଲଗାଗଲା।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
Prev Post
Next Post