ପାର୍ବଣରେ ପୋଲିସର ଜୋରଦାର ଚେକିଂ। ରାଜଧାନୀର ବିଭିନ୍ନ ବାର, ନାଇଟ କ୍ଲବ ଓ ଡ୍ୟାନସ ବାରରେ କମିଶନରେଟ୍ ପୋଲିସ ବିଳମ୍ବିତ ରାତି ଯାଏଁ ଚେକିଂ କରିଥିଲା। କଟକ ରୋଡ଼, ମଞ୍ଚେଶ୍ବର, ଚନ୍ଦ୍ରଶେଖରପୁର ଓ ଇନଫୋସିଟି ଅଞ୍ଚଳରେ ଥିବା ନାଇଟ କ୍ଲବ ଓ ବାରରେ ଚେକିଂ କରାଯାଇଥିଲା। ବିନା ଅନୁମତିରେ ଚାଲୁଥିବା ବାର ଓ ନାଇଟ କ୍ଲବ ଉପରେ କାର୍ଯ୍ୟାନୁଷ୍ଠାନ ହେବ।
Trending
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ
Prev Post
Next Post