ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଦ୍ୟାଳୟର ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସମୟରେ ପରିବର୍ତ୍ତନ କରାଯାଇଛି। ମଙ୍ଗଳବାରଠାରୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟଗୁଡ଼ିକରେ ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନଶିକ୍ଷକମାନେ କ୍ୟାମ୍ପସରେ ସୁରକ୍ଷିତ ପାନୀୟ ଜଳ, ଓଆରଏସ୍ ପ୍ୟାକେଟ୍ ସମେତ ଅନ୍ୟାନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ। ପାଣିପାଗ ସ୍ଥିତିକୁ ଦେଖି ବିଦ୍ୟାଳୟ ଖୋଲିବା ନେଇ ଜିଲ୍ଲାପାଳମାନେ ନିଜ ଜିଲ୍ଲାର ନିଷ୍ପତ୍ତି ନେଇପାରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
Trending
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Prev Post
Next Post