ରାଜ୍ୟବ୍ୟାପୀ ଧର୍ମଘଟ କରିବେ ପରିବହନ ଶ୍ରମିକ ସଂଘର ସଦସ୍ୟ । ନୂଆ ହିଟ ଆଣ୍ଡ ରନ୍ ଆଇନକୁ ପ୍ରତ୍ୟାହାର ଦାବିରେ ଧର୍ମଘଟ କରୁଛି ଓଡ଼ିଶା ପରିବହନ ଶ୍ରମିକ ସଂଘ । ଡ୍ରାଇଭର ସଂଘର ଆନ୍ଦୋଳନ ପରେ ପରିବହନ ଶ୍ରମିକ ସଂଘ ମଧ୍ୟ ଧର୍ମଘଟକୁ ଓହ୍ଲାଇଛି । ଫଳରେ ସାଧାରଣ ଜନତାଙ୍କ ଉପରେ ପରୋକ୍ଷ ଭାବରେ ଏହାର ପ୍ରଭାବ ପରିଲକ୍ଷିତ ହୋଇଛି । ତେବେ ଏହି ଧର୍ମଘଟରେ ରାଜ୍ୟର ଟ୍ରକ ମାଲିକ ସଂଘ ସାମିଲ ହେବନାହିଁ ବୋଲି ଜାଣିବାକୁ ମିଳିଛି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Next Post