ଆଜି ଭୁବନେଶ୍ୱର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାତି ୮ଟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ରୋଡ୍ ସୋ କରିବେ ମୋଦୀ । ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀବିହାର ଯାଏଁ ହେବ ରୋଡ୍ ସୋ । ରାତି ସାଢ଼େ ୯ଟା ଯାଏଁ ଚାଲିବ ମୋଦୀଙ୍କ ରୋଡ୍ ସୋ । ମାଷ୍ଟରକ୍ୟାଣ୍ଟିନ୍ ଠାରୁ ବାଣୀ ବିହାର ଯାଏଁ ରାସ୍ତା ସିଲ୍ ରହିବ । ଆଜି ଅପରାହ୍ନ ୨ଟାରୁ ରୋଡ୍ ସୋ’ ସରିବା ଯାଏଁ ଗାଡ଼ି ଚଳାଚଳ ମନା । ରାଜଭବନରେ ରାତ୍ରୀଯାପନ ପରେ କାଲି ୩ ଜିଲ୍ଲା ଯିବେ ମୋଦୀ । କାଲି କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ ସମାବେଶରେ ଯୋଗ ଦେବେ ।ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍ ଶୋ’ ଲାଗି ଟ୍ରାଫିକ୍ କଟକଣା ଲଗାଯାଇଛି । ଗତକାଲିଠୁ ଜନପଥରେ ଟ୍ରାଫିକ୍ କଟକଣା ଜାରି କରିଛି କମିଶନରେଟ୍ ପୋଲିସ୍ । ଆଜି ଅପରାହ୍ନ ୨ଟାରୁ ରୋଡ୍ ଶୋ’ ସରିବା ଯାଏ ଗାଡି ଚଳାଚଳ ମନା ।
Trending
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
Next Post