ଆଜିଠାରୁ ଗାଁରୁ ବ୍ଲକ ଗଡ଼ିବ ବସ୍ । ଲକ୍ଷ୍ମୀ ଯୋଜନାରେ ରାଜ୍ୟରେ ଆରମ୍ଭ ହେବ ବସ୍ ସେବା । ଆଜି ମାଲକାନାଗିରିର ବଣ୍ଡାଘାଟିରୁ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ ଜିଲ୍ଲା ମାଲକାନଗିରି,ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳରେ ଆରମ୍ଭ ହେବ ବସ୍ ଚଳାଚଳ । ଲକ୍ଷ୍ମୀ ଯୋଜନା ମାଧ୍ୟମରେ ଗ୍ରାମାଞ୍ଚଳରେ ପରିବହନ ସେବାକୁ ମଜଭୁତ କରିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ସୁରକ୍ଷା, ସୁବିଧା ଓ ସମ୍ମାନ ଏହି ତିନି ଏସକୁ ଗୁରୁତ୍ବ ଦେଇ ଆରମ୍ଭ ହେବ ଲକ୍ଷ୍ମୀ ବସ୍ ଯୋଜନା
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post