ପ୍ରତିବର୍ଷ ନଭେମ୍ବର ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରାଯାଉଛି । ଦେଶର ପ୍ରଥମ ରାଜ୍ୟଭାବେ ଓଡ଼ିଶା ମାଣ୍ଡିଆ ଦିବସ ପାଳନ କରୁଛି । ୭ଟି ଜିଲ୍ଲାରୁ ଆରମ୍ଭ ହୋଇଥିବା ମିଲେଟ ମିଶନ ଏବେ ୩୦ ଜିଲ୍ଲାର ୧୭୭ ବ୍ଲକରେ କାର୍ଯ୍ୟକାରୀ ହେଉଛି । ପୋଷକ ତତ୍ତ୍ବରେ ଭରପୁର ରହିଛି ମାଣ୍ଡିଆ । ମାଣ୍ଡିଆକୁ ପରବର୍ତ୍ତୀ ପର୍ଯ୍ୟାୟରେ ପହଞ୍ଚାଇବା ସହ ପୂରା ବିଶ୍ବରେ ଏହାର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ପାଇଁ ମାଣ୍ଡିଆ ଦିବସ ପାଳନ କରୁଛି ଓଡ଼ିଶା ।ମାଣ୍ଡିଆ ଚାଷ ପାଇଁ ଚାଷୀଙ୍କୁ ସ୍ବତନ୍ତ୍ର ପ୍ରୋତ୍ସାହନ ରାଜ୍ୟ ସରକାର ଯୋଗାଇ ଦେଉଛନ୍ତି । ଚାଉଳ ଓ ଗହମ ଭଳି ୧୫ଟି ଜିଲ୍ଲାରେ ରାସନରେ ମାଣ୍ଡିଆ ପ୍ରଦାନ କରାଯାଉଛି । ଏହାସହ ପ୍ରତି ଥାଳିରେ ମାଣ୍ଡିଆକୁ ବ୍ୟବହାର କରିବା ପାଇଁ ସ୍କୁଲର ମଧ୍ୟାହ୍ନଭୋଜନ, ଡାକ୍ତରଖାନା କ୍ୟାଣ୍ଟିନ, ସରକାରୀ କାର୍ଯ୍ୟାଳୟ ଓ ବୈଠକ, ହୋଟେଲ ମାନଙ୍କରେ ମାଣ୍ଡିଆକୁ ସାମିଲ କରାଯାଉଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post