ଆରମ୍ଭ ହେବ ଭୁବନେଶ୍ବର ବାଲି ଯାତ୍ରା ମହୋତ୍ସବ । କାର୍ତ୍ତିକ ପୂର୍ଣ୍ଣିମା ଦିନ ଆରମ୍ଭ ହୋଇ ୫ ତାରିଖରେ ସରିବ ବାଲିଯାତ୍ରା। ହଜିଥିବା ପରମ୍ପରାକୁ ଆଗକୁ ଆଣିବ ବାଲିଯାତ୍ରା କମିଟି। ବଲିଉଡ ଓ ଓଲିଉଡ ନାଇଟରେ ଝୁମିବେ ରାଜଧାନୀବାସୀ।ବାଲିଯାତ୍ରାକୁ ନେଇ ଭୁବନେଶ୍ୱର ସର୍କିଟ ହାଉସରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ସମେତ କମିଟିର ସଦସ୍ୟ ଓ ବିଭିନ୍ନ ବିଭାଗରର ଅଧିକାରୀମାନେ ଉପସ୍ଥିତି ଥିଲେ। ଆଲୋଚନାରେ ମୁଖ୍ୟତଃ ଟ୍ରାଫିକ ସମସ୍ୟା, ପାନୀୟ ଜଳକୁ ଗୁରୁତ୍ବ ଦିଆଯାଇଛି।
Trending
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
- ଚଳିତମାସ ୧୭ରୁ ଦେଶରେ ପ୍ରଥମ ଥର ବନ୍ଦେ ଭାରତ ସ୍ଲିପର ଟ୍ରେନ୍ର ଚଳାଚଳ ଆରମ୍ଭ
- ଷ୍ଟେସନରେ ଲାଗିଲା ନିଆଁ , ଷ୍ଟେସନ ମାଷ୍ଟର, ଡିଟିସି ଚାମ୍ବରରୁ ନେଇ ଟିକେଟ କାଉଣ୍ଟର ଓ ରେଲୱେ ଲାଇନ କ୍ଷତିଗ୍ରସ୍ତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନ ଚାନସେଲର ଫ୍ରେଡ୍ରିଚ୍ ମର୍ଜ ଙ୍କ ଦ୍ୱିପାକ୍ଷିକ ଆଲୋଚନା
Prev Post
Next Post