ଏକାମ୍ର ପ୍ରକଳ୍ପ ପାଇଁ ୨୮ ତାରିଖରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏକାମ୍ର ପ୍ରକଳ୍ପ ପାଇଁ  ୨୮ ତାରିଖରେ ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ଆଲୋକମାଳାରେ ସଜ୍ଜିତ ହୋଇଛି ଲିଙ୍ଗରାଜ ମନ୍ଦିର, ଅନନ୍ତ ବାସୁଦେବ ମନ୍ଦିର, ମୁକ୍ତେଶ୍ବର ମନ୍ଦିର, ବିନ୍ଦୁସାଗର ଓ ଅନ୍ୟ ମନ୍ଦିର । ଶ୍ରୀଲିଙ୍ଗରାଜ ମନ୍ଦିରରେ ପ୍ରସ୍ତୁତ ହୋଇଛି ବିରାଟ ଯଜ୍ଞସ୍ଥଳୀ । ତିନିଦିନ ଧରି ବିଏମସି ମାର୍କେଟ କମ୍ପ୍ଲେକ୍ସରେ ସ୍କାଏ ପ୍ରୋଜେକ୍ସନ, ଆଲୋକ ଓ ଶବ୍ଦ ପ୍ରଦର୍ଶନ ସହ ନୃତ୍ୟ ଚାଲିଛି ।