ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ

ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ। ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କଲ୍ୟାଣ ବୋର୍ଡ ଗଠନକୁ ମଧ୍ୟ ସ୍ୱୀକୃତି ପ୍ରଦାନ କରିଛନ୍ତି। ଦୁର୍ଘଟଣା ଜନିତ ମୃତ୍ୟୁ କ୍ଷେତ୍ରରେ ଗାଡ଼ି ଚାଳକ କିମ୍ବା କର୍ମଚାରୀଙ୍କ ନିକଟତମ ଆତ୍ମୀୟଙ୍କୁ ୪ଲକ୍ଷ ଟଙ୍କା ପ୍ରଦାନ କରାଯିବ।