ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ୍ କରିଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର । କେନ୍ଦ୍ରୀୟ ସଂସ୍ଥାରେ ଓଡ଼ିଆ ପିଲାଙ୍କୁ ଚାକିରି ନାହିଁ । ଏମସିଏଲ, ଆଇଓସିଏଲ, ନାଲକୋରେ ମିଳୁନି ଓଡ଼ିଆ ପିଲାଙ୍କୁ ନିଯୁକ୍ତି । ଓଡ଼ିଆ ପିଲାଙ୍କ ବଦଳରେ ବିହାର ଓ ମଧ୍ୟପ୍ରଦେଶ ପିଲାଙ୍କୁ ଏହି ସବୁ ସଂସ୍ଥାରେ ମିଳୁଛି ଚାକିରି । ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ସ୍ୱାର୍ଥକୁ କେବେ ଗୁରୁତ୍ୱ ଦେଇନାହାନ୍ତି ବୋଲି କହିଛନ୍ତି ସସ୍ମିତ ପାତ୍ର । କେନ୍ଦ୍ର ନିକଟରେ ଓଡ଼ିଶାବାସୀ ଓ ରାଜ୍ୟ ସ୍ବାର୍ଥ କଥା ଉଠାଇନାହାନ୍ତି । ସମ୍ବଲପୁର-କଟକ ଜାତୀୟ ରାଜପଥ କାମ ନିମ୍ନମାନର ହେଉଛି । ଆଦିବାସୀଙ୍କ ପାଇଁ ୭ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଘର ଏଯାଏ ମିଳୁନି ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ